Amos 1:7 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ଘସାର କାନ୍ଥ ନିକଟକୁ ଅଗ୍ନି ପ୍ ରରଣେ କରିବା। ସହେି ଅଗ୍ନି ଘସାର ଉଚ୍ଚ ଅଟ୍ଟାଳିକାକୁ ଧ୍ବଂସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଘସାର କାନ୍ଥ ନିକଟକୁ ଅଗ୍ନି ପ୍ରେରଣ କରିବା। ସେହି ଅଗ୍ନି ଘସାର ଉଚ୍ଚ ଅଟ୍ଟାଳିକାକୁ ଧ୍ୱଂସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।