Amos 1:8 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଅସ୍ଦୋଦର ସିଂହାସନ ରେ ବସିଥିବା ଲୋକଟିକୁ ଧ୍ବଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ଯ ବିନାଶ କରିବା। ଇକ୍ରୋଣ୍ର ଲୋକମାନଙ୍କୁ ମଧ୍ଯ ଆମ୍ଭେ ଦଣ୍ତ ଦବୋ। ତା'ପ ରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସମାନେେ ମଧ୍ଯ ମୃତ୍ଯୁବରଣ କରିବେ। ସଦାପ୍ରଭୁ ପରମେଶ୍ବର ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକି ଓ ଅସ୍କିଲୋନରୁ ରାଜଦଣ୍ତଧାରୀକି ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ ⇧, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଅ‌‌ସ୍‌‌ଦୋଦର ସିଂହାସନରେ ବସିଥିବା ଲୋକଟିକୁ ଧ୍ୱଂସ କରିବା। ଆମ୍ଭେ ଆସ୍କିଲୋନର ରାଜଦଣ୍ତଧାରୀକୁ ମଧ୍ୟ ବିନାଶ କରିବା। ଇକ୍ରୋଣର ଲୋକମାନଙ୍କୁ ମଧ୍ୟ ଆମ୍ଭେ ଦଣ୍ତ ଦେବା। ତା’ପରେ ଯେଉଁ ପଲେଷ୍ଟୀୟମାନେ ବଞ୍ଚିଥିବେ, ସେମାନେ ମଧ୍ୟ ମୃତ୍ୟୁବରଣ କରିବେ।” ସଦାପ୍ରଭୁ ପରମେଶ୍ୱର ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଅସ୍‍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।