Amos 1:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହିକଥା କୁହନ୍ତି: ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦବୋ କାରଣ ସମାନେେ ବହୁ ଅପରାଧ କରିଥିଲେ। ଆଉ ମଧ୍ଯ ସମାନେେ ସମଗ୍ର ଜାତିକୁ ନଇଗେଲେଏବଂ ସମାନଙ୍କେୁ କ୍ରୀତଦାସ ରୂପେ ଇଦୋମକୁ ପ୍ ରରଣେ କରିଥିଲେ। ସମାନେେ ଇଶ୍ରାୟେଲୀୟମାନଙ୍କ ସହିତ ବନ୍ଧୁତ୍ବ ଚୁକ୍ତିକୁ ମନେ ପକାଇ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଫୋୟେନସିଆ ପାଇଁ ଶାସ୍ତି ସଦାପ୍ରଭୁ ଏହିକଥା କହନ୍ତି: “ଆମ୍ଭେ ନିଶ୍ଚିତ ସୋରର ଲୋକମାନଙ୍କୁ ଦଣ୍ତ ଦେବା କାରଣ ସେମାନେ ବହୁ ଅପରାଧ କରିଥିଲେ। ଆଉ ମଧ୍ୟ ସେମାନେ ସମଗ୍ର ଜାତିକୁ ନେଇଗଲେଏବଂ ସେମାନଙ୍କୁ କ୍ରୀତଦାସ ରୂପେ ଇଦୋମକୁ ପ୍ରେରଣ କରିଥିଲେ। ସେମାନେ ଇସ୍ରାଏଲୀୟମାନଙ୍କ ସହିତ ବନ୍ଧୁତ୍ୱ ଚୁକ୍ତିକୁ ମନେ ପକାଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;