Amos 2:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହାହିଁ କହନ୍ତି: ବହୁ ଅପରାଧ କରିଥିବା ମାୟୋବର ଲୋକମାନଙ୍କୁ ଆମ୍ଭେ ନିଶ୍ଚଯ ଦଣ୍ତ ଦବୋ। କାରଣ ମାୟୋବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡି଼ ଚୂର୍ଣ୍ଣ ରେ ପରିଣତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତଣ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ପାଇଁ ଶାସ୍ତି ସଦାପ୍ରଭୁ ଏହା ହିଁ କହନ୍ତି: “ବହୁ ଅପରାଧ କରିଥିବା ମୋୟାବର ଲୋକମାନଙ୍କୁ ଆମ୍ଭେ ନିଶ୍ଚୟ ଦଣ୍ତ ଦେବା। କାରଣ ମୋୟାବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡ଼ି ଚୂର୍ଣ୍ଣରେ ପରିଣତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ମୋୟାବର ତିନି, ହିଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଇଦୋମ ରାଜାର ଅସ୍ଥି ଦଗ୍ଧ କରି ତାହା ଚୂର୍ଣ୍ଣ କଲା;