Amos 2:10 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭମାନଙ୍କୁ ମିଶରରୁ ଆଣିଲୁ ଏବଂ ଗ୍ଭଳିଶବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ଆଗଇେ ନଲେୁ। ଆମ୍ଭେ ମଧ୍ଯ ଇ ମାରେୀଯମାନଙ୍କର ଭୂମିକୁ ଅଧିକାର କରିବାକୁ ତୁମ୍ଭମାନଙ୍କୁ ସାହାୟ୍ଯ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭମାନଙ୍କୁ ମିଶରରୁ ଆଣିଲୁ ଏବଂ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମରୁଭୂମିରେ ଆଗେଇ ନେଲୁ। ଆମ୍ଭେ ମଧ୍ୟ ଇମୋରୀୟମାନଙ୍କର ଭୂମିକୁ ଅଧିକାର କରିବାକୁ ତୁମ୍ଭମାନଙ୍କୁ ସାହାଯ୍ୟ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।
Odia IRV 2017 (ଓଡିଆ ବାଇବେଲ)