Amos 2:11 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ପୁତ୍ରମାନଙ୍କ ମଧ୍ଯରୁ କେତକଙ୍କେୁ ଭବିଷ୍ଯତବକ୍ତା କରାଇଲୁ ଏବଂ ତୁମ୍ଭର କେତକେ ୟୁବକ ପୁରୁଷମାନଙ୍କୁ ନାସରୀଯ କରାଇଲୁ। ହେ ଇଶ୍ରାୟେଲୀୟ, ଏହା ସତ୍ଯ ଏବଂ ସଦାପ୍ରଭୁ ଏହାହିଁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ । ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, କି ଏପରି ହୋଇ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପୁତ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଭବିଷ୍ୟଦ୍ବକ୍ତା କରାଇଲୁ ଏବଂ ତୁମ୍ଭର କେତେକ ଯୁବକ ପୁରୁଷମାନଙ୍କୁ ନାସରୀୟ କରାଇଲୁ। ହେ ଇସ୍ରାଏଲୀୟ, ଏହା ସତ୍ୟ” ଏବଂ ସଦାପ୍ରଭୁ ଏହା ହିଁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ। ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ସନ୍ତାନଗଣ, ଏପରି କି ହୋଇ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ପୁତ୍ରଗଣ ମଧ୍ୟରୁ ଭବିଷ୍ୟଦ୍ବକ୍ତାଗଣ ଓ ତୁମ୍ଭମାନଙ୍କ ଯୁବାଗଣ ମଧ୍ୟରୁ ନାସରୀୟ ଲୋକମାନଙ୍କୁ ଉତ୍ପନ୍ନ କଲୁ।” ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ଏପରି କି ହୋଇ ନାହିଁ?