Amos 2:12 — Compare Translations

5 translations compared side by side

Odia - 1840
"କିନ୍ତୁ ତୁମ୍ଭମାନେେ ନାସରୀଯ ଲୋକମାନଙ୍କୁ ଦ୍ରାକ୍ଷାରସ ସବେନ କରାଇଲା। ତୁମ୍ଭ ସହେି ଭବିଷ୍ଯଦ୍ବକ୍ତାମାନଙ୍କୁ ଭବିଷ୍ଯତବାକ୍ଯ ପ୍ରଗ୍ଭର ନକରିବାକୁ କହିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍-ବାକ୍ୟ ପ୍ରଚାର କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ସେବନ କରାଇଲ। ତୁମ୍ଭ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର ନ କରିବାକୁ କହିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ‘ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ।’