Amos 2:13 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦବୋ। ଆମ୍ଭେ ତୁମ୍ଭକୁ ନଡା ରେ ବୋଝଇେ ଶଗଡ ପରି ବଙ୍କା କରିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ହଳାରେ ପୂର୍ଣ୍ଣ ଶକଟ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆମ୍ଭ ପାଇଁ ଭୟଙ୍କର ଗ୍ଭପ ସଦୃଶ। ଆମ୍ଭେ ତୁମ୍ଭକୁ ତଳକୁ ଗ୍ଭପ ଦେବା। ଆମ୍ଭେ ତୁମ୍ଭକୁ ନଡ଼ାରେ ବୋଝେଇ ଶଗଡ଼ ପରି ବଙ୍କା କରିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।