Amos 2:14 — Compare Translations
5 translations compared side by side
Odia - 1840
"କୌଣସି ଲୋକ ରକ୍ଷା ପାଇବ ନାହିଁ, ଏପରିକି ଦ୍ରୁତତମ ଦୌଡାଳି ମଧ୍ଯ ରକ୍ଷା ପାଇବ ନାହିଁ। ଶକ୍ତିଶାଳୀ ଲୋକର ମଧ୍ଯ ବଳ ନଥିବ। ସୈନ୍ଯମାନେ ନିଜକୁ ରକ୍ଷା କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦ୍ରୁତଗାମୀର ପଳାୟନ-ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଲୋକ ରକ୍ଷା ପାଇବ ନାହିଁ, ଏପରିକି ଦ୍ରୁତତମ ଦୌଡ଼ାଳି ମଧ୍ୟ ରକ୍ଷା ପାଇବ ନାହିଁ। ଶକ୍ତିଶାଳୀ ଲୋକର ମଧ୍ୟ ବଳ ନ ଥିବ। ସୈନ୍ୟମାନେ ନିଜକୁ ରକ୍ଷା କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;