Amos 2:15 — Compare Translations
5 translations compared side by side
Odia - 1840
"ଧନୁର୍ଦ୍ଧାରୀମାନେ ମଧ୍ଯ ଆପଣାକୁ ରକ୍ଷା କରିପାରିବେ ନାହିଁ। ଦ୍ରୁତତମ ଦୌଡାଳି ମଧ୍ଯ ଆପଣାକୁ ରକ୍ଷା କରିପାରିବେ ନାହିଁ। ଅଶ୍ବାରୋହୀମାନେ ନିଜ ନିଜକୁ ରକ୍ଷା କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ଵାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଧନୁର୍ଦ୍ଧାରୀମାନେ ମଧ୍ୟ ଆପଣାକୁ ରକ୍ଷା କରି ପାରିବେ ନାହିଁ। ଦ୍ରୁତତମ ଦୌଡ଼ାଳି ମଧ୍ୟ ଆପଣାକୁ ରକ୍ଷା କରି ପାରିବେ ନାହିଁ। ଅଶ୍ୱାରୋହୀମାନେ ନିଜ ନିଜକୁ ରକ୍ଷା କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଅଥବା ଧନୁର୍ଦ୍ଧାରୀ ଠିଆ ହେବ ନାହିଁ ଓ ଯାହାର ଚରଣ ଦ୍ରୁତଗାମୀ, ସେ ଆପଣାକୁ ରକ୍ଷା କରିବ ନାହିଁ; ଯେ ଅଶ୍ୱାରୋହୀ, ସେ ଆପଣାକୁ ରକ୍ଷା କରିବ ନାହିଁ;