Amos 2:16 — Compare Translations
5 translations compared side by side
Odia - 1840
"ସହେି ସମୟରେ ସାହାସୀ ସୈନ୍ଯମାନେ ଉଲଗ୍ନ ଦୌଡି ପଳାଇବେ। ସଦାପ୍ରଭୁ ଏହି କଥା କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସାହସୀ ସୈନ୍ୟମାନେ ଉଲଗ୍ନ ଦୌଡ଼ି ପଳାଇବେ।” ସଦାପ୍ରଭୁ ଏହି କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇଯିବ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବୀରଗଣ ମଧ୍ୟରେ ଯେ ସାହସିକ, ସେ ଉଲଙ୍ଗ ହୋଇ ସେଦିନ ପଳାଇ ଯିବ।” ଏହା ସଦାପ୍ରଭୁ କହନ୍ତି।