Amos 2:3 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭେ ମାୟୋବର ରାଜାମାନଙ୍କୁ ହତ୍ଯା କରିବା ଏବଂ ମାୟୋବର ସମସ୍ତ ନେତାମାନଙ୍କର ଧ୍ବଂସ କରି ପତନ ଘଟାଇବା। ସଦାପ୍ରଭୁ ଏହାହିଁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ଅଧିପତିସମସ୍ତଙ୍କୁ ସଂହାର କରିବା, ଏହା ସଦାପ୍ରଭୁ କହନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେ ମୋୟାବର ରାଜାମାନଙ୍କୁ ହତ୍ୟା କରିବା ଏବଂ ମୋୟାବର ସମସ୍ତ ନେତାମାନଙ୍କର ଧ୍ୱଂସ କରି ପତନ ଘଟାଇବା।” ସଦାପ୍ରଭୁ ଏହା ହିଁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତହିଁ ମଧ୍ୟରୁ ବିଚାରକର୍ତ୍ତାକୁ ଉଚ୍ଛିନ୍ନ କରିବା ଓ ତାହା ସଙ୍ଗେ ତହିଁର ସମସ୍ତ ଅଧିପତିଙ୍କୁ ସଂହାର କରିବା।” ଏହା ସଦାପ୍ରଭୁ କହନ୍ତି।