Amos 2:4 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ,, ତଦ୍ଦ୍ଵାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ପାଇଁ ଶାସ୍ତି ସଦାପ୍ରଭୁ ଏହା କହନ୍ତି: “ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦେବା। କାରଣ ସେମାନେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସେମାନେ ତାଙ୍କର ଆଦେଶ ରଖିଲେ ନାହିଁ। ସେମାନଙ୍କର ପୂର୍ବପୁରୁଷଗଣ ଯେଉଁ ମିଥ୍ୟାକୁ ବିଶ୍ୱାସ କରୁଥିଲେ, ସେମାନେ ମଧ୍ୟ ତାହା ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଯିହୁଦାର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ତାହାଙ୍କର ବିଧିସବୁ ପାଳନ କରି ନାହାନ୍ତି, ପୁଣି ସେମାନଙ୍କର ପିତୃପୁରୁଷମାନେ ଯେଉଁ ମିଥ୍ୟା ଦେବଗଣର ଅନୁଗାମୀ ହେଲେ, ତଦ୍ଦ୍ୱାରା ସେମାନେ ଭ୍ରାନ୍ତ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)