Amos 2:5 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ଯିହୁଦା ରେ ଅଗ୍ନି ସଂୟୋଗ କରିବା ଏବଂ ସହେି ଅଗ୍ନି ୟିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ବଂସ କରିଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସକଳ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଯିହୁଦାରେ ଅଗ୍ନି ସଂଯୋଗ କରିବା ଏବଂ ସେହି ଅଗ୍ନି ଯିରୁଶାଲମର ସମସ୍ତ ଉଚ୍ଚ ଅଟ୍ଟାଳିକା ଧ୍ୱଂସ କରିଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”