Amos 2:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଇଶ୍ରାୟେଲ ଲୋକଙ୍କୁ ଦଣ୍ତ ଦବୋ। କାରଣ ସମାନେେ ରେ ୗପ୍ୟ ବଦଳ ରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସମାନେେ ଏକହଳ ୟୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ତ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପାଇଁ ଦଣ୍ତବିଧାନ ସଦାପ୍ରଭୁ ଏହା କହନ୍ତି: “ଆମ୍ଭେ ବହୁ ଅପରାଧ କରିଥିବା ଇସ୍ରାଏଲ ଲୋକଙ୍କୁ ଦଣ୍ତ ଦେବା। କାରଣ ସେମାନେ ରୌପ୍ୟ ବଦଳରେ ଉତ୍ତମ ଓ ନିରୀହ ଲୋକଙ୍କୁ ବୀକ୍ରି କରିଥିଲେ। ସେମାନେ ଏକହଳ ଜୋତା ପାଇଁ ଦରିଦ୍ର ଲୋକଙ୍କୁ ବୀକ୍ରି କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର ତିନି, ହଁ, ଚାରି ଅପରାଧ ସକାଶୁ ଆମ୍ଭେ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ରୂପା ପାଇଁ ଧାର୍ମିକକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ ବିକ୍ରୟ କରିଅଛନ୍ତି;