Amos 2:7 — Compare Translations
5 translations compared side by side
Odia - 1840
"ସମାନେେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡି ଦଣ୍ତ ଦେଉଥିଲେ ଓ ସମାନଙ୍କେୁ ପଦାଘାତ କରୁଥିଲେ। ସମାନେେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନଥିଲେ। ମାରେ ପବିତ୍ର ନାମକୁ କଳୁଷିତ କରିବାକୁ ୟାଇ ଜଣେ ବ୍ଯକ୍ତି ଓ ତା'ର ପିତା, ଜଣେ ରମଣୀ ସହ ୟୌନ ସଂପର୍କ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀରେ ଗମନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡ଼ି ଦଣ୍ତ ଦେଉଥିଲେ ଓ ସେମାନଙ୍କୁ ପଦାଘାତ କରୁଥିଲେ। ସେମାନେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନ ଥିଲେ। ମୋର ପବିତ୍ର ନାମକୁ କଳୁଷିତ କରିବାକୁ ଯାଇ ଜଣେ ବ୍ୟକ୍ତି ଓ ତା’ର ପିତା, ଜଣେ ରମଣୀ ସହ ଯୌନ ସମ୍ପର୍କ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;