Amos 2:8 — Compare Translations

5 translations compared side by side

Odia - 1840
"ସମାନେେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସହେି ବସ୍ତ୍ର ଉପ ରେ ବସି ୟଜ୍ଞବଦେୀ ନିକଟରେ ପୂଜା କରନ୍ତି। ସମାନେେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାର ରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସମାନେେ ବସ୍ତ୍ରଗୁଡିକ ନଇୟୋଆନ୍ତି। ସମାନେେ ସହେି ଦରିଦ୍ରମାନଙ୍କ ଉପ ରେ ଅର୍ଥ ଦଣ୍ତ କରନ୍ତି ଏବଂ ସହେି ଅର୍ଥ ରେ ଦ୍ରାକ୍ଷାରସ କିଣି ସମାନଙ୍କେର ପରମେଶ୍ବରଙ୍କ ମନ୍ଦିର ରେ ସବେନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି-ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ତପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ଵରଙ୍କ ଗୃହରେ ପାନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଦରିଦ୍ର ଲୋକମାନଙ୍କର ବସ୍ତ୍ର ନିଅନ୍ତି ଏବଂ ସେହି ବସ୍ତ୍ର ଉପରେ ବସି ଯଜ୍ଞବେଦି ନିକଟରେ ପୂଜା କରନ୍ତି। ସେମାନେ ଦରିଦ୍ର ଲୋକମାନଙ୍କୁ ଅର୍ଥ ଋଣ ଆକାରରେ ଧାର ଦିଅନ୍ତି ଏବଂ ଆନୁଷଙ୍ଗିକ ପରି ସେମାନେ ବସ୍ତ୍ରଗୁଡ଼ିକ ନେଇଯାଆନ୍ତି। ସେମାନେ ସେହି ଦରିଦ୍ରମାନଙ୍କ ଉପରେ ଅର୍ଥ ଦଣ୍ତ କରନ୍ତି ଏବଂ ସେହି ଅର୍ଥରେ ଦ୍ରାକ୍ଷାରସ କିଣି ସେମାନଙ୍କର ପରମେଶ୍ୱରଙ୍କ ମନ୍ଦିରରେ ସେବନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।