Amos 2:9 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭେ ୟିଏକି ଜଣେ ଥିଲୁ, ଇ ମାରେୀଯକୁ ସମାନଙ୍କେ ସମ୍ମୁଖ ରେ ଧ୍ବଂସ କଲୁ। ଇ ମାରେୀଯ ଏରସ ବୃକ୍ଷ ସଦୃଶ ଉଚ୍ଚ ଓ ଆଲୋକ ଗଛ ସଦୃଶ ଶକ୍ତ ଥିଲା। ଆମ୍ଭେ ସମାନଙ୍କେର ଉର୍ଦ୍ଦ୍ବ ଭାଗ ରେ ଥିବା ଫଳ ଓ ନିମ୍ନ ଭାଗ ରେ ଥିବା ମୂଳକୁ ନଷ୍ଟ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆମ୍ଭେ ଯିଏ କି ଜଣେ ଥିଲୁ, ଇମୋରୀୟକୁ ସେମାନଙ୍କ ସମ୍ମୁଖରେ ଧ୍ୱଂସ କଲୁ। ଇମୋରୀୟ ଏରସ ବୃକ୍ଷ ସଦୃଶ ଉଚ୍ଚ ଓ ଆଲୋକ ଗଛ ସଦୃଶ ଶକ୍ତ ଥିଲା। ଆମ୍ଭେ ସେମାନଙ୍କର ଊର୍ଦ୍ଧ୍ୱ ଭାଗରେ ଥିବା ଫଳ ଓ ନିମ୍ନ ଭାଗରେ ଥିବା ମୂଳକୁ ନଷ୍ଟ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।