Amos 3:1 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇଶ୍ରାୟେଲ ବିଷଯ ରେ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇଶ୍ରାୟେଲୀୟ ପରିବାର ବିଷଯ ରେ ଏହା ବାର୍ତ୍ତା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍, ଯେଉଁ ସମୁଦାୟ ଗୋଷ୍ଠୀକି ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲକୁ ସତର୍କ ଘଣ୍ଟି ହେ ଇସ୍ରାଏଲର ଲୋକମାନେ, ଏହି ବାର୍ତ୍ତା ଶୁଣ। ଇସ୍ରାଏଲ ବିଷୟରେ ସଦାପ୍ରଭୁ ଏହି କଥା କହିଲେ। ମିଶରରୁ ଅଣାଇଥିବା ସମସ୍ତ ଇସ୍ରାଏଲୀୟ ପରିବାର ବିଷୟରେ ଏହା ବାର୍ତ୍ତା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,