Amos 3:10 — Compare Translations
5 translations compared side by side
Odia - 1840
"ଲୋକମାନେ ସଠାେ ରେ କିପରି ସାଧୁତ୍ବଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସମାନଙ୍କେର ଗୋଦାମ ଘର ୟୁଦ୍ଧରୁ ଲୁଟିଥିବା ସମ୍ପତ୍ତି ରେ ପୁରିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ କହନ୍ତି, ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେଠାରେ କିପରି ସାଧୁତ୍ୱଭାବରେ ଜୀବନଧାରଣ କରିବାକୁ ହୁଏ, ଜାଣନ୍ତି ନାହିଁ। କାରଣ ସେମାନଙ୍କର ଗୋଦାମ ଘର ଯୁଦ୍ଧରୁ ଲୁଟିଥିବା ସମ୍ପତ୍ତିରେ ପୁରିଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ କହନ୍ତି, “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”