Amos 3:11 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁ ମାରେ ପ୍ରଭୁ କୁହନ୍ତି: ଜଣେ ଶତୃ ତୁମ୍ଭ ଭୂମିକୁ ବେଷ୍ଟନ କରିବ। ସେ ତୁମ୍ଭର ସମସ୍ତ ଶକ୍ତି ଅପହରଣ କରିବ। ତୁମ୍ଭେ ଯେଉଁସବୁ ଜିନିଷକୁ ପ୍ରାସାଦ ରେ ଲୁଗ୍ଭଇଛ, ସବୁତକ ତାଙ୍କ ଦ୍ବାରା ଲୁଣ୍ଠିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି: “ଜଣେ ଶତ୍ରୁ ତୁମ୍ଭ ଭୂମିକୁ ବେଷ୍ଟନ କରିବ। ସେ ତୁମ୍ଭର ସମସ୍ତ ଶକ୍ତି ଅପହରଣ କରିବ। ତୁମ୍ଭେ ଯେଉଁସବୁ ଜିନିଷକୁ ପ୍ରାସାଦରେ ଲୁଗ୍ଭଇଛ, ସବୁତକ ତାଙ୍କ ଦ୍ୱାରା ଲୁଣ୍ଠିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଏକ ଜଣ ବିପକ୍ଷ ଦେଶର ଚତୁର୍ଦ୍ଦିଗରେ (ଉଠିବ); ଆଉ, ସେ ତୁମ୍ଭଠାରୁ ତୁମ୍ଭର ବଳ ନତ କରିବ ଓ ତୁମ୍ଭର ଅଟ୍ଟାଳିକାସବୁ ଲୁଟିତ ହେବ।”