Amos 3:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କୁହନ୍ତି: ଯେତବେେଳେ ଗୋଟିଏ ସିଂହ ମେଣ୍ତା ଛୁଆକୁ ଆକ୍ରମଣ କରେ ଏବଂ ତା'ପ ରେ ଯଦି ମଷେପାଳକ ମେଣ୍ତା ଛୁଆକୁ ରକ୍ଷା କରିବାକୁ ୟାଏ, ସେ କବଳେ ସିଂହ ମୁହଁରୁ ଦୁଇଟି ଗୋଡ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହାଇପୋ ରେ। ସହେିପରି, ଆମ୍ଭେ ଇଶ୍ରାୟେଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିଯା ରେ ବସବାସ କରନ୍ତି ଏବଂ ସମାନଙ୍କେର ବିଛଣାର ଏକ କଣ ରେ କି ପଲଙ୍କର ସୋଫା ରେ ବସିବାକୁ ଭଲପାନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି; ମେଷପାଳକ ଯେପରି ସିଂହ ମୁଖରୁ ଦିଓଟି ଗୋଡ଼ ଅବା କାନରୁ ଖଣ୍ତେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା କୁହନ୍ତି: “ଯେତେବେଳେ ଗୋଟିଏ ସିଂହ ମେଣ୍ଢା ଛୁଆକୁ ଆକ୍ରମଣ କରେ ଏବଂ ତା’ପରେ ଯଦି ମେଷପାଳକ ମେଣ୍ଢା ଛୁଆକୁ ରକ୍ଷା କରିବାକୁ ଯାଏ, ସେ କେବଳ ସିଂହ ମୁହଁରୁ ଦୁଇଟି ଗୋଡ଼ କି କାନର କିଛି ଅଂଶ ପାଇବାକୁ ସକ୍ଷମ ହୋଇପାରେ। ସେହିପରି, ଆମ୍ଭେ ଇସ୍ରାଏଲୀୟମାନଙ୍କୁ ରକ୍ଷା କରିବା, ଯେଉଁମାନେ ଶମରିୟାରେ ବସବାସ କରନ୍ତି ଏବଂ ସେମାନଙ୍କର ବିଛଣାର ଏକ କୋଣରେ କି ପଲଙ୍କର ସୋଫାରେ ବସିବାକୁ ଭଲପାନ୍ତି”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”