Amos 3:13 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ସେ ଏହିକଥା କୁହନ୍ତି: ଯାକୁବ ପରିବାର ଲୋକଙ୍କୁ ସତର୍କ କରିଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ପରମେଶ୍ୱର ସର୍ବଶକ୍ତିମାନ ସେ ଏହିକଥା କୁହନ୍ତି: “ଯାକୁବ ପରିବାର ଲୋକଙ୍କୁ ସତର୍କ କରିଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହା ଶୁଣ ଓ ଯାକୁବ ବଂଶ ବିରୁଦ୍ଧରେ ସାକ୍ଷ୍ୟ ଦିଅ, ଏହା ପ୍ରଭୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର କହନ୍ତି।