Amos 3:14 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ପାପ କରିଛି ଏବଂ ସେ ପାପ ଲାଗି ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ। ସହେିଦିନ ଆମ୍ଭେ ମଧ୍ଯ ବୈଥଲରେ ସମସ୍ତ ୟଜ୍ଞବଦେୀକୁ ଧ୍ବଂସ କରିବା। ସହେି ୟଜ୍ଞବଦେୀର ତୂରୀସବୁ ଖଣ୍ତ ଖଣ୍ତ ହବେ ଓ ଭୂମିରେ ପକାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବୈଥେଲସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଚୂଡ଼ାସକଳ କଟାଯାଇ ଭୂମିରେ ପଡ଼ିବ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପାପ କରିଛି ଏବଂ ସେ ପାପ ଲାଗି ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେହି ଦିନ ଆମ୍ଭେ ମଧ୍ୟ ବୈଥେଲ୍ର ସମସ୍ତ ଯଜ୍ଞବେଦିକୁ ଧ୍ୱଂସ କରିବା। ସେହି ଯଜ୍ଞବେଦିର ତୂରୀସବୁ ଖଣ୍ତ ଖଣ୍ତ ହେବ ଓ ଭୂମିରେ ପକାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।
Odia IRV 2017 (ଓଡିଆ ବାଇବେଲ)
“କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।