Amos 3:15 — Compare Translations
5 translations compared side by side
Odia - 1840
"ଆମ୍ଭେ ଆମ୍ଭ ଶୀତକାଳୀନ ଗୃହ ଓ ଗ୍ରୀଷ୍ମକାଳୀନ ଗୃହକୁ ଧ୍ବଂସ କରିବା। ହାତୀ ଦାନ୍ତ ରେ ନିର୍ମିତ ଗୃହ ମଧ୍ଯ ଧ୍ବଂସ ପାଇବ। ବହୁ ଘର ଏହିପରି ଧ୍ବଂସ ଲାଭ କରିବ। ସଦାପ୍ରଭୁ ଏହିସବୁ କୁହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭ ଶୀତକାଳୀନ ଗୃହ ଓ ଗ୍ରୀଷ୍ମକାଳୀନ ଗୃହକୁ ଧ୍ୱଂସ କରିବା। ହାତୀ ଦାନ୍ତରେ ନିର୍ମିତ ଗୃହ ମଧ୍ୟ ଧ୍ୱଂସ ପାଇବ। ବହୁ ଘର ଏହିପରି ଧ୍ୱଂସ ଲାଭ କରିବ।” ସଦାପ୍ରଭୁ ଏହିସବୁ କୁହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।