Amos 3:2 — Compare Translations
5 translations compared side by side
Odia - 1840
"ଏହି ପୃଥିବୀ ରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭମାନେେ ଏପରି ଏକ ଗୋଷ୍ଠୀ ସ୍ବତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ପୃଥିବୀରେ ବହୁ ପରିବାର ଅଛନ୍ତି। କିନ୍ତୁ ତୁମ୍ଭେମାନେ ଏପରି ଏକ ଗୋଷ୍ଠୀ ସ୍ୱତନ୍ତ୍ର ଭାବରେ ଜାଣିବାକୁ ତୁମ୍ଭମାନଙ୍କୁ ବାଛିଥିଲୁ। ମାତ୍ର ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ଗଲ। ତେଣୁ ତୁମ୍ଭମାନଙ୍କର ପାପ ପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଦଣ୍ତ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।
Odia IRV 2017 (ଓଡିଆ ବାଇବେଲ)
“ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ କେବଳ ତୁମ୍ଭମାନଙ୍କର ପରିଚୟ ଆମ୍ଭେ ନେଇଅଛୁ; ଏଥିପାଇଁ ତୁମ୍ଭମାନଙ୍କର ସକଳ ଅଧର୍ମର ପ୍ରତିଫଳ ଆମ୍ଭେ ତୁମ୍ଭମାନଙ୍କୁ ଦେବା।”