Amos 3:5 — Compare Translations

5 translations compared side by side

Odia - 1840
"ଯଦି ଫାଶ ରେ କିଛି ଖାଦ୍ୟ ନାହିଁ, ତବେେ ପକ୍ଷୀଟିଏ ତା' ମଧ୍ଯକୁ ପ୍ରବେଶ କରିବ ନାହିଁ। ପକ୍ଷୀକୁ କବଳିତ କରିବା ପାଇଁ ଫାଶ ଭିତ ରେ ଥୋପ ନଥିଲେ ଫାଶ ବସାୟାଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାନ୍ଦ ପତା ନ ଗଲେ ପକ୍ଷୀ କି ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଫାଶରେ କିଛି ଖାଦ୍ୟ ନାହିଁ, ତେବେ ପକ୍ଷୀଟିଏ ତା’ ମଧ୍ୟକୁ ପ୍ରବେଶ କରିବ ନାହିଁ। ପକ୍ଷୀକୁ କବଳିତ କରିବା ପାଇଁ ଫାଶ ଭିତରେ ଥୋପ ନ ଥିଲେ ଫାଶ ବସାଯାଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?
Odia IRV 2017 (ଓଡିଆ ବାଇବେଲ)
ଫାନ୍ଦ ନ ପାତିଲେ କି ପକ୍ଷୀ ଜାଲରେ ଧରାଯାଇ ଭୂମିରେ ପଡ଼ିବ? କିଛି ନ ଧରିଲେ ଜାଲ କି ଭୂମିରୁ ଛିଟିକି ଉଠିବ?