Amos 3:6 — Compare Translations
5 translations compared side by side
Odia - 1840
"ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ନୋହିବେ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ନଗରରେ ତୂରୀ ବାଜି ଉଠିବ ତେବେ ଲୋକମାନେ ଭୟରେ ଥରହର ହେବେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ଯ୍ୟନ୍ତ ନଗର ମଧ୍ୟରେ କୌଣସି ଅସୁବିଧା ଘଟିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?
Odia IRV 2017 (ଓଡିଆ ବାଇବେଲ)
ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?