Amos 3:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ପ୍ରତି ପ୍ରକାଶ ନ କଲେ କିଛି କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ, କୌଣସି ଯୋଜନା ତାଙ୍କର ସେବକର ଅଗୋଚରରେ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।