Amos 3:8 — Compare Translations
5 translations compared side by side
Odia - 1840
"ୟହି ସିଂହ ଗର୍ଜ୍ଜନ କରେ, ତବେେ ଲୋକମାନେ ଭୟଭୀତ ହବେେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ଯଦବାଣୀ ପ୍ରଚାର କରିବାକୁ, କିଏ ସହେି ଭବିଷ୍ଯବାଣୀ ପ୍ରଚାର ନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସିଂହ ଗର୍ଜନ କରେ, ତେବେ ଲୋକମାନେ ଭୟଭୀତ ହେବେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରିବାକୁ, କିଏ ସେହି ଭବିଷ୍ୟଦ୍ବାଣୀ ପ୍ରଗ୍ଭର ନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ?”
Odia IRV 2017 (ଓଡିଆ ବାଇବେଲ)
ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ?