Amos 3:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅସ୍ଦୋଦର ଓ ମିଶର ରାଜପ୍ରାସାଦ ରେ ଏହି ବାର୍ତ୍ତା ଘାଷେଣା କର, ଶମରିଯାର ପର୍ବତମାଳା ଶିଖରକୁ ଆସ ଏବଂ ସଠାେକାର କୋଳାହଳ ଓ ଦଙ୍ଗାକୁ ଦେଖ। ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅ‌‌ସ୍‌‌ଦୋଦର ଓ ମିଶର ରାଜପ୍ରାସାଦରେ ଏହି ବାର୍ତ୍ତା ଘୋଷଣା କର, “ଶମରିୟାର ପର୍ବତମାଳା ଶିଖରକୁ ଆସ ଏବଂ ସେଠାକାର କୋଳାହଳ ଓ ଦଙ୍ଗାକୁ ଦେଖ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅସ୍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅସ୍‍ଦୋଦସ୍ଥ ସକଳ ଅଟ୍ଟାଳିକାରେ ଓ ମିସର ଦେଶସ୍ଥ ସକଳ ଅଟ୍ଟାଳିକାରେ ଘୋଷଣା କରି କୁହ, “ତୁମ୍ଭେମାନେ ଶମରୀୟାର ପର୍ବତଗଣ ଉପରେ ଏକତ୍ର ହୁଅ, ଆଉ ତହିଁ ମଧ୍ୟରେ କି ମହା କୋଳାହଳ ଓ କି ଉପଦ୍ରବମାନ ହେଉଅଛି, ଏହା ଦେଖ।”