Amos 4:1 — Compare Translations

5 translations compared side by side

Odia - 1840
"ହେ ଶମରିଯାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭମାନେେ ମାରେ ଏହି ବାକ୍ଯ ଶୁଣ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଆଘାତ ଦଇେ ଦରିଦ୍ରମାନଙ୍କୁ ଦଳି ଦଇେଛ ଆଉ ମଧ୍ଯ ତୁମ୍ଭର ସ୍ବାମୀମାନଙ୍କୁ କହିଛ, ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ଆଣ, ଆମ୍ଭେମାନେ ପାନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀ ଲୋକମାନେ ଆନନ୍ଦକୁ ଭଲ ପାଆନ୍ତି ହେ ଶମରିୟାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭେମାନେ ମୋର ଏହି ବାକ୍ୟ ଶୁଣ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଆଘାତ ଦେଇ ଦରିଦ୍ରମାନଙ୍କୁ ଦଳି ଦେଇଛ ଆଉ ମଧ୍ୟ ତୁମ୍ଭର ସ୍ୱାମୀମାନଙ୍କୁ କହିଛ, “ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ‘ଆଣ, ଆମ୍ଭେମାନେ ପାନ କରିବା।’
Odia IRV 2017 (ଓଡିଆ ବାଇବେଲ)
ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।”