Amos 4:10 — Compare Translations
5 translations compared side by side
Odia - 1840
"ମିଶର ରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ରୋଗଗୁଡିକୁ ପ୍ ରରଣେ କଲୁ। ଖଡ୍ଗ ରେ ଆମ୍ଭେ ତୁମ୍ଭର ୟୁବକମାନଙ୍କୁ ହତ୍ଯା କଲୁ। ତୁମ୍ଭମାନଙ୍କର ଘୋଡାଗୁଡିକୁ ନଇଗେଲୁ। ତୁମ୍ଭର ଶିବରଗୁଡିକୁ ମୃତଶବର ଦୁର୍ଗନ୍ଧ ରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭମାନେେ ଆମ୍ଭ ସାହାୟ୍ଯ ଭିକ୍ଷା ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ମିଶରରେ କଲାପରି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ରୋଗଗୁଡ଼ିକୁ ପ୍ରେରଣ କଲୁ। ଖଡ଼୍ଗରେ ଆମ୍ଭେ ତୁମ୍ଭର ଯୁବକମାନଙ୍କୁ ହତ୍ୟା କଲୁ। ତୁମ୍ଭମାନଙ୍କର ଘୋଡ଼ାଗୁଡ଼ିକୁ ନେଇଗଲୁ। ତୁମ୍ଭର ଶିବିରଗୁଡ଼ିକୁ ମୃତଶବର ଦୁର୍ଗନ୍ଧରେ ପରିପୂର୍ଣ୍ଣ କଲୁ। ତଥାପି ତୁମ୍ଭେମାନେ ଆମ୍ଭ ସାହାଯ୍ୟ ଭିକ୍ଷା ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)