Amos 4:11 — Compare Translations

5 translations compared side by side

Odia - 1840
"ସଦୋମ ଓ ହ ମାରୋ ସହରଗୁଡିକ ଧ୍ବଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ବଂସ କଲୁ। ସହେି ନଗରଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହାଇେଥିଲା। ତୁମ୍ଭମାନେେ ଗୋଟିଏ ପୋଡା ବାଡି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟା ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସଦୋମ ଓ ହମୋରା ସହରଗୁଡ଼ିକ ଧ୍ୱଂସ କଲାପରି ଆମ୍ଭେ ତୁମ୍ଭମାନଙ୍କୁ ଧ୍ୱଂସ କଲୁ। ସେହି ନଗରଗୁଡ଼ିକ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲା। ତୁମ୍ଭେମାନେ ଗୋଟିଏ ପୋଡ଼ା ବାଡ଼ି ଅଗ୍ନିରୁ ଟଣା ହେଲା ସଦୃଶ ଥିଲ। ତଥାପି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)