Amos 4:12 — Compare Translations
5 translations compared side by side
Odia - 1840
" ତେଣୁ ହେ ଇଶ୍ରାୟେଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡିକ କହିବା। ହେ ଇଶ୍ରାୟେଲୀୟ! ତୁମ୍ଭେ ପରମେଶ୍ବରଙ୍କ ସମ୍ମୁଖୀନ ହବୋ ପାଇଁ ପ୍ରସ୍ତୁତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ହେ ଇସ୍ରାଏଲୀୟ, ଆମ୍ଭେ ତୁମ୍ଭକୁ ଏହି ଜିନିଷଗୁଡ଼ିକ କହିବା। ହେ ଇସ୍ରାଏଲୀୟ! ତୁମ୍ଭେ ପରମେଶ୍ୱରଙ୍କ ସମ୍ମୁଖୀନ ହେବା ପାଇଁ ପ୍ରସ୍ତୁତ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।”
Odia IRV 2017 (ଓଡିଆ ବାଇବେଲ)
“ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।