Amos 4:13 — Compare Translations
5 translations compared side by side
Odia - 1840
"ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ଯ ଅନ୍ଧକାରକୁ ସକାଳ ରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପ ରେ ୟାତାଯାତ କରୁ। ତାହା ହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସହେି ସଦାପ୍ରଭୁ ସୈନ୍ଯାଧିପତି, ସ୍ବଯମ୍ଭୁ ପରମେଶ୍ବର ଆମ୍ଭର ନାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି ଓ ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି; ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ କିଏ? ଆମ୍ଭେ ହେଉଛୁ ପର୍ବତର ନିର୍ମାଣକର୍ତ୍ତା, ଆମ୍ଭେ ତୁମ୍ଭ ମନର ସୃଷ୍ଟିକର୍ତ୍ତା। ଆମ୍ଭେ ଲୋକମାନଙ୍କୁ କଥା କହିବା ଶିଖାଇ ଥିଲୁ। ଆଉ ମଧ୍ୟ ଅନ୍ଧକାରକୁ ସକାଳରେ ପରିଣତ କରିଥିଲୁ। ଆମ୍ଭେ ପର୍ବତ ଓ ପୃଥିବୀ ଉପରେ ଯାତାୟାତ କରୁ। ତାହାହେଲେ ଆମ୍ଭେ କିଏ? ଆମ୍ଭେ ହେଉଛୁ ସେହି ସଦାପ୍ରଭୁ ସୈନ୍ୟାଧିପତି, ସ୍ୱୟମ୍ଭୂ ପରମେଶ୍ୱର ଆମ୍ଭର ନାମ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି। ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।