Amos 4:2 — Compare Translations

5 translations compared side by side

Odia - 1840
"ମାରେପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ବାରା ଶପଥ ନେଲେ ଏବଂ କହିଲେ, ଭବିଷ୍ଯତ ରେ ଲୋକମାନେ ତେଣ୍ଟା ବ୍ଯବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନଇେଯିବେ। ସମାନେେ ବନଶି କଣ୍ଟା ବ୍ଯବହାର କରି ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକକୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ, ତାଙ୍କର ପବିତ୍ରତା ଦ୍ୱାରା ଶପଥ ନେଲେ ଏବଂ କହିଲେ, ଭବିଷ୍ୟତରେ ଲୋକମାନେ ତେଣ୍ଟା ବ୍ୟବାହାର କରିବେ ଏବଂ ତୁମ୍ଭମାନଙ୍କୁ ବନ୍ଦୀ ପରି ନେଇଯିବେ। ସେମାନେ ବନଶି କଣ୍ଟା ବ୍ୟବହାର କରି ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକକୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, “ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ।