Amos 4:3 — Compare Translations

5 translations compared side by side

Odia - 1840
"ସ୍ତ୍ରୀ ଲୋକମାନେ କାନ୍ଥଗୁଡିକ ଭାଙ୍ଗି ବାହାରି ଆସିବେ ଏବଂ ସମାନେେ ହର୍ମୋଣ ଭିତରକୁ ନିକ୍ଷପେ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ତ୍ରୀଲୋକମାନେ କାନ୍ଥଗୁଡ଼ିକ ଭାଙ୍ଗି ବାହାରି ଆସିବେ ଏବଂ ସେମାନେ ହର୍ମୋଣ ଭିତରକୁ ନିକ୍ଷେପ ହେବେ। ସଦାପ୍ରଭୁ ଏହା କହନ୍ତି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନ ସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି।