Amos 4:5 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଦ୍ରାକ୍ଷାରସର ଫଣରେ ନବୈେଦ୍ଯ ପାଇଁ ଧନ୍ଯବାଦ ଦିଅ। ଏହି ସ୍ବେଚ୍ଛାଦତ୍ତ ନବୈେଦ୍ଯ ବିଷଯ ରେ ପ୍ରେତ୍ୟକକଙ୍କୁ ଜଣାଅ। ହେ ଇଶ୍ରାୟେଲୀୟ, ତୁମ୍ଭେ ଏହିସବୁ କାର୍ୟ୍ଯ କରିବାକୁ ଭଲ ପାଉଛ। ସଦାପ୍ରଭୁ ଏହାହିଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଦ୍ରାକ୍ଷାରସର ଫେଣର ନୈବେଦ୍ୟ ପାଇଁ ଧନ୍ୟବାଦ ଦିଅ। ଏହି ସ୍ୱେଚ୍ଛାଦତ୍ତ ନୈବେଦ୍ୟ ବିଷୟରେ ପ୍ରତ୍ୟେକଙ୍କୁ ଜଣାଅ। ହେ ଇସ୍ରାଏଲୀୟ, ତୁମ୍ଭେ ଏହିସବୁ କାର୍ଯ୍ୟ କରିବାକୁ ଭଲ ପାଉଛ।” ସଦାପ୍ରଭୁ ଏହା ହିଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।