Amos 4:6 — Compare Translations

5 translations compared side by side

Odia - 1840
"ଏଗୁଡିକ କରିବା ଦ୍ବାରା ଆମ୍ଭେ ତୁମ୍ଭମାନଙ୍କୁ ବାରଣ କରି ଆମ୍ଭ ପାଖକୁ ଫରୋଇ ଆଣିବାକୁ ଚେଷ୍ଟା କଲୁ। ଆମ୍ଭେ ତୁମ୍ଭମାନଙ୍କୁ କୌଣସି ଖାଦ୍ୟ ଖାଇବାକୁ ଦଲେୁ ନାହିଁ। ତୁମ୍ଭର ନଗରୀଗୁଡିକରେ କୌଣସି ଖାଦ୍ୟ ନଥିଲା। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ଆସିଲ ନାହିଁ। ସଦାପ୍ରଭୁ ଏହା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏଗୁଡ଼ିକ କରିବା ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କୁ ବାରଣ କରି ଆମ୍ଭ ପାଖକୁ ଫେରାଇ ଆଣିବାକୁ ଚେଷ୍ଟା କଲୁ। ଆମ୍ଭେ ତୁମ୍ଭମାନଙ୍କୁ କୌଣସି ଖାଦ୍ୟ ଖାଇବାକୁ ଦେଲୁ ନାହିଁ। ତୁମ୍ଭର ନଗରୀଗୁଡ଼ିକରେ କୌଣସି ଖାଦ୍ୟ ନ ଥିଲା। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ଆସିଲ ନାହିଁ।” ସଦାପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।