Amos 4:7 — Compare Translations

5 translations compared side by side

Odia - 1840
"ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଖଣ୍ତେ (କ୍ଷେତ୍ରରେ) ବୃଷ୍ଟି ହେଲା ଓ ଯେଉଁ ଖଣ୍ତକରେ ବୃଷ୍ଟି ନୋହିଲା, ତାହା ଶୁଷ୍କ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଶସ୍ୟଅମଳର ତିନି ମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗରରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗରରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା।
Odia IRV 2017 (ଓଡିଆ ବାଇବେଲ)