Amos 4:8 — Compare Translations
5 translations compared side by side
Odia - 1840
"ତେଣୁ ଅନାବୃଷ୍ଟି ଯୋଗୁ ଦୁଇ ତିନିଟି ନଗର ରେ ଲୋକ ବୃଷ୍ଟି ବହୁଳ ଅଞ୍ଚଳକୁ ଝଳପାନ କରିବାକୁ ଧାଇଁଲେ। କିନ୍ତୁ ସଠାେ ରେ ସବୁ ଲୋକଙ୍କ ପାଇଁ ପ୍ରଚୁର ଜଳ ନଥିଲା। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ଆସିଲ ନାହିଁ। ସଦାପ୍ରଭୁ ଏହାହିଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅନାବୃଷ୍ଟି ଯୋଗୁଁ ଦୁଇ କିମ୍ବା ତିନୋଟି ନଗରରେ ଲୋକ ବୃଷ୍ଟି ବହୁଳ ଅଞ୍ଚଳକୁ ଜଳପାନ କରିବାକୁ ଧାଇଁଲେ। କିନ୍ତୁ ସେଠାରେ ସବୁ ଲୋକଙ୍କ ପାଇଁ ପ୍ରଚୁର ଜଳ ନ ଥିଲା। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ଆସିଲ ନାହିଁ।” ସଦାପ୍ରଭୁ ଏହା ହିଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।