Amos 4:9 — Compare Translations

5 translations compared side by side

Odia - 1840
"ଉତ୍ତାପ ଓ ରୋଗଦ୍ବାରା ତୁମ୍ଭର ଶସ୍ଯସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷା କ୍ଷତକେୁ ଧ୍ବଂସ କଲୁ। ଫଙ୍ଗପାଳ ତୁମ୍ଭର ଡିମିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ବଂସ କଲେ। ତଥାପି ତୁମ୍ଭମାନେେ ଆମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସିଲ ନାହିଁ। ସଦାପ୍ରଭୁ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଉତ୍ତାପ ଓ ରୋଗଦ୍ୱାରା ତୁମ୍ଭର ଶସ୍ୟସବୁ ନଷ୍ଟ କଲୁ। ଆମ୍ଭେ ତୁମ୍ଭର ବଗିଗ୍ଭ ଓ ଦ୍ରାକ୍ଷାକ୍ଷେତ୍ର‌କୁ ଧ୍ୱଂସ କଲୁ। ପଙ୍ଗପାଳ ତୁମ୍ଭର ଡିମ୍ବିରି ଓ ଅଲିଭ ବୃକ୍ଷକୁ ଖାଇ ଧ୍ୱଂସ କଲେ। ତଥାପି ତୁମ୍ଭେମାନେ ଆମ୍ଭ ନିକଟକୁ ସାହାଯ୍ୟ ପାଇଁ ଆସିଲ ନାହିଁ।” ସଦାପ୍ରଭୁ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।