Amos 5:1 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷଯ ରେ ଏହା ହେଉଛି ବିଳାପର ସଙ୍ଗୀତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପାଇଁ ଦୁଃଖ ସଙ୍ଗୀତ ହେ ଇସ୍ରାଏଲୀୟବାସୀ, ଏହି ବାର୍ତ୍ତା ଶୁଣ। ତୁମ୍ଭମାନଙ୍କ ବିଷୟରେ ଏହା ହେଉଛି ବିଳାପର ସଙ୍ଗୀତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।

Recommended Reading