Amos 5:10 — Compare Translations
5 translations compared side by side
Odia - 1840
"ସହରର ଫାଟକରେ ତୁମ୍ଭେ ଭବିଷ୍ଯତବକ୍ତା ଦ୍ବାରା ଉଚ୍ଛନ୍ନ ହବୋକୁ ଘୃଣା କର। ତୁମ୍ଭେ ସଚ୍ଚୋଟ ବାକ୍ଯକୁ ମଧ୍ଯ ଘୃଣା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ନଗର-ଦ୍ଵାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସହରର ଫାଟକରେ ତୁମ୍ଭେ ଭବିଷ୍ୟଦ୍ବକ୍ତା ଦ୍ୱାରା ଉଚ୍ଛିନ୍ନ ହେବାକୁ ଘୃଣା କର। ତୁମ୍ଭେ ସଚ୍ଚୋଟ ବାକ୍ୟକୁ ମଧ୍ୟ ଘୃଣା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ନଗର-ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।