Amos 5:11 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପାଷାଣର ଗୃହ ନିର୍ମାଣ କରିଅଛ ପ୍ରମାଣ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାୟରେ କର ନେଉଅଛ ଏବଂ ସେମାନଙ୍କର ଗହମ ବଳପୂର୍ବକ ନେଉଅଛ। ତୁମ୍ଭେମାନେ କାରୁକାର୍ଯ୍ୟ ପଥରରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭେମାନେ ସେହି ଘରେ ରହିପାରିବ ନାହିଁ। ତୁମ୍ଭେମାନେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ରରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)