Amos 5:12 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଳେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ଵାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କର ଅନେକ ଜଘନ୍ୟ ପାପ ଜାଣୁ। ତୁମ୍ଭେମାନେ ଧାର୍ମିକ ଲୋକଙ୍କୁ କଷ୍ଟ ଦେଲ। ତୁମ୍ଭେ ଲାଞ୍ଚ ନେଇଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ୟାୟଳୟରେ ଅନ୍ୟାୟ ଆଚରଣ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର-ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭମାନଙ୍କର ଅପରାଧ କିପରି ବହୁବିଧ ଓ ତୁମ୍ଭମାନଙ୍କର ପାପସକଳ କିପରି ପ୍ରବଳ, ଏହା ଆମ୍ଭେ ଜାଣୁ; ତୁମ୍ଭେମାନେ ଧାର୍ମିକକୁ କ୍ଲେଶ ଦେଉଅଛ, ଲାଞ୍ଚ ନେଉଅଛ ଓ ନଗର ଦ୍ୱାରରେ ଦୀନହୀନମାନଙ୍କ ପ୍ରତି ଅନ୍ୟାୟ କରୁଅଛ।