Amos 5:13 — Compare Translations
5 translations compared side by side
Odia - 1840
"ସେତବେେଳେ ଜ୍ଞାନୀ ବ୍ଯକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଜ୍ଞାନୀ ବ୍ୟକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।