Amos 5:14 — Compare Translations

5 translations compared side by side

Odia - 1840
"ତୁମ୍ଭେ କୁହ, ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ତେଣୁ ତୁମ୍ଭେ ଉତ୍ତମ କାର୍ୟ୍ଯ କର। ମନ୍ଦଠାରୁ ଦୂ ରଇେ ରୁହ। ତାହା ହେଲେ ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ପ୍ରକୃତ ରେ ତୁମ୍ଭର ସହବର୍ତ୍ତା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କୁହ, ପରମେଶ୍ୱର ତୁମ୍ଭମାନଙ୍କ ସହିତ ଅଛନ୍ତି। ତେଣୁ ତୁମ୍ଭେ ଉତ୍ତମ କାର୍ଯ୍ୟ କର। ମନ୍ଦଠାରୁ ଦୂରେଇ ରୁହ। ତାହାହେଲେ ସଦାପ୍ରଭୁ ପରମେଶ୍ୱର ସର୍ବଶକ୍ତିମାନ ପ୍ରକୃତରେ ତୁମ୍ଭର ସହବର୍ତ୍ତୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେପରି ବଞ୍ଚିବ, ଏଥିପାଇଁ ମନ୍ଦ ଚେଷ୍ଟା ନ କର, ଭଲ ଚେଷ୍ଟା କର; ତହିଁରେ ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ।