Amos 5:15 — Compare Translations

5 translations compared side by side

Odia - 1840
"ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ଯାଯ ବିଗ୍ଭର କର। ସଦାପ୍ରଭୁ ପରମେଶ୍ବର ସର୍ବଶକ୍ତିମାନ ହୁଏତ ଯୋଷଫଙ୍କେ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମଯ ହାଇପୋରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ଵାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦକୁ ଘୃଣା କର, ଭଲକୁ ଆଦର କର। ନ୍ୟାୟ ବିଗ୍ଭର କର। ସଦାପ୍ରଭୁ ପରମେଶ୍ୱର ସର୍ବଶକ୍ତିମାନ ହୁଏତ ଯୋଷେଫଙ୍କ ଅବଶିଷ୍ଟାଂଶ ପରିବାର ପ୍ରତି କୃପାମୟ ହୋଇପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର ଦ୍ୱାରରେ ନ୍ୟାୟ ବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।